ଲୂକ ଲିଖିତ ସୁସମାଚାର 4:34 - ପବିତ୍ର ବାଇବଲ34 “ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି। Viz kapitolaଓଡିଆ ବାଇବେଲ34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)34 “ହେ ନାଜରିତର ଯୀଶୁ, ଆମଠ।।ରୁ ତୁମେ କ’ଣ ଚାହଁ? ତୁମେ କ’ଣ ଆମର ବିନା ସାଧନ କରିବା ପାଇଁ ଆସିଛ? ମୁଁ ଜାଣେ, ତୁମେ କିଏ: ତୁମେ ଈଶ୍ୱରଙ୍କର ପବିତ୍ର ଦୂତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି। Viz kapitola |