ଲୂକ ଲିଖିତ ସୁସମାଚାର 4:37 - ପବିତ୍ର ବାଇବଲ37 ସେହି ଅଞ୍ଚଳର ସବୁ ସ୍ଥାନରେ ଯୀଶୁଙ୍କ ବିଷୟରେ ଏହି ଖବର ବ୍ୟାପିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସର୍ବତ୍ର ବ୍ୟାପିଗଲା। Viz kapitolaଓଡିଆ ବାଇବେଲ37 ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା । Viz kapitolaପବିତ୍ର ବାଇବଲ (CL) NT (BSI)37 ସେହି ଅଞ୍ଚଳରେ ଯୀଶୁଙ୍କ ସମ୍ପର୍କରେ ଏହି ସମ୍ବାଦ ଚାରିଆଡ଼େ ବ୍ୟାପିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା। Viz kapitola |