ଲୂକ ଲିଖିତ ସୁସମାଚାର 4:43 - ପବିତ୍ର ବାଇବଲ43 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ମୋତେ ଅନ୍ୟ ନଗରମାନଙ୍କରେ ମଧ୍ୟ ପ୍ରଗ୍ଭର କରିବାକୁ ପଡ଼ିବ। କାରଣ ମୋତେ ଏଥିପାଇଁ ପଠାଯାଇଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)43 କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥି-ନିମନ୍ତେ ମୁଁ ପ୍ରେରିତ ହୋଇଅଛି। Viz kapitolaଓଡିଆ ବାଇବେଲ43 କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)43 କିନ୍ତୁ ସେ ସେମାନଙ୍କୁ କହିଲେ, “ମୋତେ ଅନ୍ୟ ସହରମାନଙ୍କରେ ମଧ୍ୟ ଈଶ୍ୱରଙ୍କ ରାଜ୍ୟର ଶୁଭବାର୍ତ୍ତା ପ୍ରଚାର କରିବାକୁ ହେବ, କାରଣ ସେଥିପାଇଁ ଈଶ୍ୱର ମୋତେ ପ୍ରେରଣ କରିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।” Viz kapitola |