ଲୂକ ଲିଖିତ ସୁସମାଚାର 4:5 - ପବିତ୍ର ବାଇବଲ5 ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନେଇଯାଇ କ୍ଷଣକ ମଧ୍ୟରେ ସାରା ସଂସାରର ସମସ୍ତ ରାଜ୍ୟ ଦେଖାଇଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ତାହାଙ୍କୁ ଉପରକୁ ଘେନିଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। Viz kapitolaଓଡିଆ ବାଇବେଲ5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା । Viz kapitolaପବିତ୍ର ବାଇବଲ (CL) NT (BSI)5 ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ସ୍ଥାନକୁ ନେଇଗଲା ଏବଂ ମୁହୂର୍ତ୍ତକ ମଧ୍ୟରେ ଜଗତର ସମସ୍ତ ରାଜ୍ୟ ଦେଖାଇଲା। ଶୟତାନ ତାଙ୍କୁ କହିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। Viz kapitola |