ଲୂକ ଲିଖିତ ସୁସମାଚାର 5:13 - ପବିତ୍ର ବାଇବଲ13 ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତତ୍କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା। Viz kapitolaଓଡିଆ ବାଇବେଲ13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)13 ଯୀଶୁ ହାତ ବଢ଼ାଇ ତାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଚାହେଁ, ତୁମେ ସୁସ୍ଥ ହୁଅ!” ସେହି ମୁହୂର୍ତ୍ତରେ ଲୋକଟି ରୋଗ ମୁକ୍ତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା। Viz kapitola |