ଲୂକ ଲିଖିତ ସୁସମାଚାର 5:26 - ପବିତ୍ର ବାଇବଲ26 ସେଠାରେ ଯେଉଁମାନେ ଉପସ୍ଥିତ ଥିଲେ, ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇ ପରମେଶ୍ୱରଙ୍କ ଗୁଣଗାନ କରିବାକୁ ଲାଗିଲେ। ପରମେଶ୍ୱରଙ୍କ ଶକ୍ତି ଦେଖି ସେମାନଙ୍କ ହୃଦୟ ଭକ୍ତିରେ ଭରିଗଲା। ସେମାନେ କହି ଉଠିଲେ, “ଆଜି ଆମ୍ଭେମାନେ ବିସ୍ମୟ ଜନକ ଘଟଣାମାନ ଦେଖିଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହିଁରେ ସମସ୍ତେ ଆଚମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତ୍ୟ; ଭୀତ ହୋଇ କହିଲେ, ଆଜି ଆମ୍ଭେମାନେ ଅଦ୍ଭୁତ ଘଟଣା ଦେଖିଲୁ। Viz kapitolaଓଡିଆ ବାଇବେଲ26 ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)26 ସେମାନେ ସମସ୍ତେ ବିସ୍ମିତ ହେଲେ ଓ ଭୟରେ ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “କେଡ଼େ ଆଶ୍ଚର୍ଯ୍ୟ ବିଷୟ ସବୁ ଆଜି ଦେଖିଲୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ। Viz kapitola |