ଲୂକ ଲିଖିତ ସୁସମାଚାର 5:27 - ପବିତ୍ର ବାଇବଲ27 ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । Viz kapitolaପବିତ୍ର ବାଇବଲ (CL) NT (BSI)27 ଏହା ପରେ ଯୀଶୁ ବାହାରି ଗଲେ ଓ ଲେବୀ ନାମକ ଜଣେ କରଆଦାୟକାରୀକୁ ତା’ର କାର୍ଯ୍ୟାଳୟରେ ବସିଥିବା ଦେଖିଲେ। ଯୀଶୁ ତାକୁ କହିଲେ, “ମୋର ଅନୁଗମନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” Viz kapitola |