ଲୂକ ଲିଖିତ ସୁସମାଚାର 5:3 - ପବିତ୍ର ବାଇବଲ3 ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା'ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେହି ନୌକାଗୁଡ଼ିକ ମଧ୍ୟରୁ ଯେଉଁଟି ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେଥିମଧ୍ୟରୁ ଗୋଟିଏ ନୌକା ଭିତରକୁ ଗଲେ - ତାହା ଶିମୋନର ନୌକା ଥିଲା। ନୌକାଟିକୁ କୂଳଠାରୁ ଅଳ୍ପ ଦୂରକୁ ଠେଲି ନେବା ପାଇଁ ସେ କହିଲେ। ଯୀଶୁ ନୌକା ମଧ୍ୟରେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। Viz kapitola |