ଲୂକ ଲିଖିତ ସୁସମାଚାର 5:31 - ପବିତ୍ର ବାଇବଲ31 ଯୀଶୁ ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି। Viz kapitolaଓଡିଆ ବାଇବେଲ31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଚିକିତ୍ସକ ଅନାବଶ୍ୟକ, ଆବଶ୍ୟକ କେବଳ ଅସୁସ୍ଥମାନଙ୍କ ପାଇଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି। Viz kapitola |