Online Bible

- Reklamy -




ଲୂକ ଲିଖିତ ସୁସମାଚାର 5:36 - ପବିତ୍ର ବାଇବଲ

36 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ଜଣେ ଲୋକ ଗୋଟିଏ ପୁରୁଣା ଗ୍ଭଦରରେ ତାଳି ପକାଇବାକୁ କୌଣସି ନୂଆ ଗ୍ଭଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁ ଲୋକ ଏଭଳି କରେ, ତା'ର ନୂଆ ଗ୍ଭଦରଟିତ ନଷ୍ଟ ହୋଇଯାଏ ପୁଣି ନୂଆ ଗ୍ଭଦରରୁ ଚିରା ହୋଇଥିବା ତାଳି ପୁରୁଣା ଗ୍ଭଦର ସାଙ୍ଗରେ ମିଶେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି ଛିଣ୍ତାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ତିକ ଚିରିଦେବ, ପୁଣି ନୂଆ ଲୁଗାର ତାଳି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

36 ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି (କାନି) ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି (କାନି) ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଯୀଶୁ ସେମାନଙ୍କୁ ଆଉ ଏକ ଦୃଷ୍ଟାନ୍ତ କଥା କହିଲେ: “ନୂଆ ଜାମାରୁ ଖଣ୍ଡିଏ ଚିରି କେହି ପୁରୁଣା ଜାମାରେ ତାଳି ଦିଏ ନାହିଁ। ଯଦି ତା’ କରେ, ତେବେ ସେ ନୂଆ ଜାମାକୁ ଚିରିବ ଓ ନୂଆ କନା ସହିତ ମିଶିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 5:36

Následuj nás:

Reklamy


Reklamy