ଲୂକ ଲିଖିତ ସୁସମାଚାର 5:37 - ପବିତ୍ର ବାଇବଲ37 କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। Viz kapitolaଓଡିଆ ବାଇବେଲ37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)37 ପୁରୁଣା ଦ୍ରାକ୍ଷାରସ କୁମ୍ପାରେ କେହି ନୂଆ ଦ୍ରାକ୍ଷାରସ ଢ଼ାଳେ ନାହିଁ, କାରଣ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ଦେବ, ଦ୍ରାକ୍ଷାରସ ସବୁ ଢ଼ାଳି ହୋଇଯିବ ଏବଂ କୁମ୍ପାଗୁଡ଼ିକ ନଷ୍ଟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। Viz kapitola |