ଲୂକ ଲିଖିତ ସୁସମାଚାର 5:38 - ପବିତ୍ର ବାଇବଲ38 ତେଣୁ ଲୋକେ ସଦାବେଳେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳିରେ ରଖଥା’ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ। Viz kapitolaଓଡିଆ ବାଇବେଲ38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ । Viz kapitolaପବିତ୍ର ବାଇବଲ (CL) NT (BSI)38 କିନ୍ତୁ ନୂଆ କୁମ୍ପାରେ ସଦ୍ୟପ୍ରସ୍ତୁତ ଦ୍ରାକ୍ଷାରସ ଢ଼ଳା ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ। Viz kapitola |