ଲୂକ ଲିଖିତ ସୁସମାଚାର 6:1 - ପବିତ୍ର ବାଇବଲ1 ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ତାଇ ଛିଣ୍ତାଇ ହାତରେ ମଳି ଖାଉଥିଲେ। Viz kapitolaଓଡିଆ ବାଇବେଲ1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ବିଶ୍ରାମବାର ଦିନ ଯୀଶୁ ଗୋଟିଏ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାଙ୍କର ଶିଷ୍ୟମାନେ ଶସ୍ୟ କେଣ୍ଡାରୁ ଶିଷା ଛିଣ୍ଡାଇ, ସେଗୁଡ଼ିକ ହାତରେ ମଳି ଖାଇବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। Viz kapitola |