ଲୂକ ଲିଖିତ ସୁସମାଚାର 6:10 - ପବିତ୍ର ବାଇବଲ10 ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି ଭଲ ହୋଇଗଲା। Viz kapitolaଓଡିଆ ବାଇବେଲ10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା । Viz kapitolaପବିତ୍ର ବାଇବଲ (CL) NT (BSI)10 ସେ ସମସ୍ତଙ୍କ ଆଡ଼କୁ ଅନାଇ ଲୋକଟିକୁ କହିଲେ, “ତୁମର ହାତ ବମାଅ।” ସେ ସେପରି କଲା ଓ ତା’ର ହାତ ସୁସ୍ଥ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା। Viz kapitola |