ଲୂକ ଲିଖିତ ସୁସମାଚାର 6:16 - ପବିତ୍ର ବାଇବଲ16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା। Viz kapitolaଓଡିଆ ବାଇବେଲ16 ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । Viz kapitolaପବିତ୍ର ବାଇବଲ (CL) NT (BSI)16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋଥ୍ ଯିହୂଦା ଯେ ବିଶ୍ୱାସଘାତକ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। Viz kapitola |