ଲୂକ ଲିଖିତ ସୁସମାଚାର 6:27 - ପବିତ୍ର ବାଇବଲ27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଶ୍ରବଣ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitolaଓଡିଆ ବାଇବେଲ27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitolaପବିତ୍ର ବାଇବଲ (CL) NT (BSI)27 “କିନ୍ତୁ ଶୁଣ, ମୁଁ କହୁଛି, ତୁମର ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitola |