Online Bible

- Reklamy -




ଲୂକ ଲିଖିତ ସୁସମାଚାର 6:28 - ପବିତ୍ର ବାଇବଲ

28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।

Viz kapitola kopírovat

ଓଡିଆ ବାଇବେଲ

28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଯେଉଁମାନେ ତୁମକୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର ଓ ଯେଉଁମାନେ ତୁମ ପ୍ରତି ଦୁର୍ବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। ଯଦି କେହି ତୁମର ଗୋଟିଏ ଗାଲରେ ମାରେ, ତେବେ ତାକୁ ଅନ୍ୟ ଗାଲଟି ମଧ୍ୟ ଦେଖାଇ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।

Viz kapitola kopírovat




ଲୂକ ଲିଖିତ ସୁସମାଚାର 6:28

Následuj nás:

Reklamy


Reklamy