ଲୂକ ଲିଖିତ ସୁସମାଚାର 6:29 - ପବିତ୍ର ବାଇବଲ29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟଟି ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ। Viz kapitolaଓଡିଆ ବାଇବେଲ29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)29 ଯଦି କେହି ତୁମର ଉତ୍ତରୀୟ ନେଇ ଯାଏ, ତେବେ ତାକୁ ତୁମେ ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ। Viz kapitola |