ଲୂକ ଲିଖିତ ସୁସମାଚାର 6:39 - ପବିତ୍ର ବାଇବଲ39 ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହା କଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇ ପାରେ? ସେମାନେ କଅଣ ଉଭୟେ ଖାତରେ ପଡ଼ିବେ ନାହିଁ? Viz kapitolaଓଡିଆ ବାଇବେଲ39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)39 ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ: “ଜଣେ ଅନ୍ଧ ଅନ୍ୟ ଅନ୍ଧକୁ ବାଟ କଢ଼ାଇ ନେଇ ପାରିବ ନାହିଁ, ଯଦି ସେ ସେପରି କରେ, ଦୁଇ ଜଣ ଖାଲରେ ପଡ଼ିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ? Viz kapitola |