Online Bible

- Reklamy -




ଲୂକ ଲିଖିତ ସୁସମାଚାର 6:41 - ପବିତ୍ର ବାଇବଲ

41 “ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁଣ?

Viz kapitola kopírovat

ଓଡିଆ ବାଇବେଲ

41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

41 “ନିଜ ଆଖିରେ ଥିବା କଡ଼ିକାଠ ବିଷୟରେ ଚିନ୍ତା ନ କରି, ତୁମ୍ଭେମାନେ କାହିଁକି ତୁମ ଭାଇର ଆଖିରେ ଥିବା କୁଟାଟିକୁ ଦେଖୁଛ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?

Viz kapitola kopírovat




ଲୂକ ଲିଖିତ ସୁସମାଚାର 6:41

Následuj nás:

Reklamy


Reklamy