Online Bible

- Reklamy -




ଲୂକ ଲିଖିତ ସୁସମାଚାର 7:1 - ପବିତ୍ର ବାଇବଲ

1 ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣେଇବାକୁ ଗ୍ଭହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଗ୍ଭଲିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସମସ୍ତ କଥା ସମାପ୍ତ କରି କଫର୍ନାହୂମରେ ପ୍ରବେଶ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଲୋକମାନଙ୍କୁ ଏହିସବୁ କଥା କହିବା ପରେ କର୍ପନାହୂମକୁ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 7:1

Následuj nás:

Reklamy


Reklamy