ଲୂକ ଲିଖିତ ସୁସମାଚାର 7:12 - ପବିତ୍ର ବାଇବଲ12 ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ନଗରଦ୍ଵାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି ସେହି ସ୍ତ୍ରୀ ବିଧବା; ଆଉ, ନଗରର ବହୁସଂଖ୍ୟକ ଲୋକ ତାହାର ସାଙ୍ଗରେ ଥିଲେ। Viz kapitolaଓଡିଆ ବାଇବେଲ12 ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ସେମାନେ ସେହି ସହରର ଦ୍ୱାର ପାଖରେ ପହଞ୍ଚିବା ସମୟରେ, ଲୋକମାନେ ଗୋଟିଏ ଶବକୁ ବୋହି ଆଣୁଥିଲେ। ମୃତ ଲୋକଟି ଗୋଟିଏ ବିଧବା ସ୍ତ୍ରୀର ଏକମାତ୍ର ପୁତ୍ର ଥିଲା ଓ ସହରର ବହୁତ ଲୋକ ସେମାନଙ୍କ ସହିତ ଯାଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ। Viz kapitola |