Online Bible

- Reklamy -




ଲୂକ ଲିଖିତ ସୁସମାଚାର 7:19 - ପବିତ୍ର ବାଇବଲ

19 ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?

Viz kapitola kopírovat

ଓଡିଆ ବାଇବେଲ

19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?

Viz kapitola kopírovat




ଲୂକ ଲିଖିତ ସୁସମାଚାର 7:19

Následuj nás:

Reklamy


Reklamy