ଲୂକ ଲିଖିତ ସୁସମାଚାର 7:2 - ପବିତ୍ର ବାଇବଲ2 ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ପୀଡ଼ିତ ହୋଇ ମୃତପ୍ରାୟ ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲା। Viz kapitolaଓଡିଆ ବାଇବେଲ2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେଠାକାର ଜଣେ ରୋମୀୟ ସେନାଧ୍ୟକ୍ଷଙ୍କର ଜଣେ ପ୍ରିୟ ଦାସ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ। Viz kapitola |