ଲୂକ ଲିଖିତ ସୁସମାଚାର 7:28 - ପବିତ୍ର ବାଇବଲ28 ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ଵରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ। Viz kapitolaଓଡିଆ ବାଇବେଲ28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯୀଶୁ କହିଲେ, “ମୁଁ କହୁଛି, ଯୋହନ ପୃଥିବୀରେ ଜନ୍ମ ଗ୍ରହଣ କରିଥିବା ସମସ୍ତଙ୍କଠାରୁ ମହାନ୍। କିନ୍ତୁ ଈଶ୍ୱରଙ୍କ ରାଜ୍ୟରେ ଯେ ନଗଣ୍ୟ, ସେ ଯୋହନଙ୍କ ଅପେକ୍ଷା ମହାନ୍।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।” Viz kapitola |