ଲୂକ ଲିଖିତ ସୁସମାଚାର 7:31 - ପବିତ୍ର ବାଇବଲ31 “ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ? Viz kapitolaପବିତ୍ର ବାଇବଲ (Re-edited) - (BSI)31 ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି ସେମାନେ କାହାର ତୁଲ୍ୟ? Viz kapitolaଓଡିଆ ବାଇବେଲ31 ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ ? Viz kapitolaପବିତ୍ର ବାଇବଲ (CL) NT (BSI)31 ଯୀଶୁ ପୁନର୍ବାର କହିଲେ, “ଏହି ସମୟର ଲୋକମାନଙ୍କୁ ମୁଁ କାହା ସହିତ ତୁଳନା କରିବି? ସେମାନେ କେଉଁ ଧରଣର? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 “ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ? Viz kapitola |