ଲୂକ ଲିଖିତ ସୁସମାଚାର 7:36 - ପବିତ୍ର ବାଇବଲ36 ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। Viz kapitolaଓଡିଆ ବାଇବେଲ36 ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ । ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ଜଣେ ଫାରୁଶୀ ତା’ ସହିତ ରାତ୍ରି ଭୋଜନ କରିବା ପାଇଁ ଯୀଶୁଙ୍କୁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଗଲେ ଓ ଭୋଜନରେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। Viz kapitola |