ଲୂକ ଲିଖିତ ସୁସମାଚାର 7:38 - ପବିତ୍ର ବାଇବଲ38 ସେ ଯୀଶୁଙ୍କ ପଛଆଡ଼େ ଗୋଡ଼ ପାଖରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହରେ ଧୋଇ ଦେଲା। ନିଜ ମୁଣ୍ଡର ବାଳରେ ଯୀଶୁଙ୍କ ପାଦ ପୋଛିଦେଲା। ତାହାଙ୍କ ପାଦରେ ବହୁବାର ଚୁମ୍ବନ ଦେଲା ଓ ପାଦ ଉପରେ ଅତର ଢାଳି ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଅଶ୍ରୁଜଳରେ ତାହାଙ୍କ ପାଦ ସିକ୍ତ କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ଵନ କରୁ କରୁ ସେହି ସୁଗନ୍ଧ ତୈଳ ଲଗାଇ ଦେବାକୁ ଲାଗିଲା। Viz kapitolaଓଡିଆ ବାଇବେଲ38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)38 ତାଙ୍କ ପଛରେ ପାଦ ପାଖରେ ଠିଆ ହୋଇ କାନ୍ଦି କାନ୍ଦି ତା’ର ଲୁହରେ ଯୀଶୁଙ୍କ ପାଦ ଧୋଇ ଦେଲା। ତା’ପରେ ତାଙ୍କର ଦୁଇ ପାଦକୁ ତା’ର କେଶରେ ପୋଛିଦେଲା, ପାଦ ଦୁଇଟିକୁ ଚୁମ୍ବନ କଲା ଓ ସେଥିରେ ସୁଗନ୍ଧି ତୈଳ ଢ଼ାଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା। Viz kapitola |