ଲୂକ ଲିଖିତ ସୁସମାଚାର 7:7 - ପବିତ୍ର ବାଇବଲ7 କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ମଣିଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। Viz kapitolaଓଡିଆ ବାଇବେଲ7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)7 କିମ୍ବା ମୁଁ ନିଜେ ଆପଣଙ୍କ ପାଖକୁ ଆସିବା ପାଇଁ ନିଜକୁ ଯୋଗ୍ୟ ମଣୁ ନାହିଁ। କେବଳ ଆଦେଶ କରନ୍ତୁ, ମୋର ଦାସ ସୁସ୍ଥ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। Viz kapitola |