Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:19 - ପବିତ୍ର ବାଇବଲ

19 ଯୀଶୁଙ୍କ ମା ଓ ଭାଇମାନେ ତାହାଙ୍କୁ ଦେଖିବାକୁ ଆସିଲେ। କିନ୍ତୁ ବହୁତ ଲୋକ ଗହଳି ହୋଇଥିବା ହେତୁ ସେମାନେ ତାହାଙ୍କ ପାଖକୁ ଯାଇ ପାରୁ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତାହାଙ୍କ ମା ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ସାକ୍ଷାତ କରି ପାରୁ ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

19 ତାହାଙ୍କ ମା' ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରି ପାରୁ ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଯୀଶୁଙ୍କର ମା’ ଓ ଭାଇମାନେ ତାଙ୍କ ନିକଟକୁ ଆସିଲେ, କିନ୍ତୁ ଜନଗହଳି ହେତୁ ତାଙ୍କ ସହିତ ସାକ୍ଷାତ କରିପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:19

Následuj nás:

Reklamy


Reklamy