Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:20 - ପବିତ୍ର ବାଇବଲ

20 କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ତାହାଙ୍କୁ ଏହି ସମ୍ଵାଦ ଦିଆଗଲା, ଆପଣଙ୍କର ମା ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 କେହି ଜଣେ ଯୀଶୁଙ୍କୁ କହିଲା, “ଆପଣଙ୍କର ମା’ ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି ଓ ଆପଣଙ୍କୁ ଦେଖିବାକୁ ଇଚ୍ଛା କରୁଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:20

Následuj nás:

Reklamy


Reklamy