ଲୂକ ଲିଖିତ ସୁସମାଚାର 8:21 - ପବିତ୍ର ବାଇବଲ21 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା ଓ ଭାଇମାନେ ହେଉଛନ୍ତି ସେହିମାନେ, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା ଓ ଭାଇମାନେ। Viz kapitolaଓଡିଆ ବାଇବେଲ21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଯୀଶୁ ସମସ୍ତଙ୍କୁ ଚାହିଁ କହିଲେ, “ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋର ମା’ ଓ ଭାଇମାନେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।” Viz kapitola |