Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:24 - ପବିତ୍ର ବାଇବଲ

24 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉଠେଇ କହିବାକୁ ଲାଗିଲେ, “ଗୁରୁ, ହେ ଗୁରୁ, ଆମ୍ଭେ ବୁଡ଼ିଯିବା।” ଯୀଶୁ ଠିଆ ହେଲେ। ସେ ତୋଫାନ ଓ ଢେଉକୁ ଆଜ୍ଞା ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେଥିରେ ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ନିବୃତ୍ତ ହୋଇ ସୁସ୍ଥିର ହେଲା।

Viz kapitola kopírovat

ଓଡିଆ ବାଇବେଲ

24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଯାଇ ତାଙ୍କୁ ଉଠାଇ କହିଲେ, “ହେ ଗୁରୁ, ହେ ଗୁରୁ, ଆମେ ମଲୁ।” ଯୀଶୁ ଉଠି ପବନ ଓ ତରଙ୍ଗକୁ ଧମକ ଦେଲେ, ସେମାନେ ସୁସ୍ଥିତର ହେଲେ ଓ ବାୟୁମଣ୍ଡଳ ଶାନ୍ତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:24

Následuj nás:

Reklamy


Reklamy