ଲୂକ ଲିଖିତ ସୁସମାଚାର 8:30 - ପବିତ୍ର ବାଇବଲ30 ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?” ଲୋକଟି କହିଲା, “ବାହିନୀ” ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କଅଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ। Viz kapitolaଓଡିଆ ବାଇବେଲ30 ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କ'ଣ ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)30 ଯୀଶୁ ତାକୁ ପଚାରିଲେ, “ତୋର ନାମ କ’ଣ?” ସେ ଉତ୍ତର ଦେଲା, “ମୋ’ ନାମ ‘ବାହିନୀ,” କାରଣ ତା’ ମଧ୍ୟରେ ଅନେକ ଭୂତ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୀଶୁ ତାହାଙ୍କୁ ପଚାରିଲେ, “ତୋର ନାଁ କଅଣ?” ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ। Viz kapitola |