ଲୂକ ଲିଖିତ ସୁସମାଚାର 8:35 - ପବିତ୍ର ବାଇବଲ35 ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା'ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ। Viz kapitolaଓଡିଆ ବାଇବେଲ35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)35 କଅଣ ଘଟିଛି, ଦେଖିବା ପାଇଁ ଲୋକମାନେ ବାହାରି ଆସିଲେ ଏବଂ ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ଦେଖିଲେ ଯେ ଯାହାଠାରୁ ଭୂତ ଛଡ଼ା ଯାଇଥିଲା, ସେ ଲୁଗା ପିନ୍ଧି ଶାନ୍ତ ହୋଇ ଯୀଶୁଙ୍କ ପାଦ ତଳେ ବସିଛି। ଏହା ଦେଖି ସେମାନେ ସମସ୍ତେ ଭୀତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ। Viz kapitola |