ଲୂକ ଲିଖିତ ସୁସମାଚାର 8:45 - ପବିତ୍ର ବାଇବଲ45 ସେତେବେଳେ ଯୀଶୁ ପଗ୍ଭରିଲେ, “ମୋତେ କିଏ ଛୁଇଁଲା?” ସବୁ ଲୋକ କହିଲେ ଯେ, ସେମାନେ ତାହାଙ୍କୁ ଛୁଇଁ ନାହାନ୍ତି। ତା'ପରେ ପିତର କହିଲେ, “ଗୁରୁ, ସବୁ ଲୋକତ ଆପଣଙ୍କ ଗ୍ଭରିପଟେ ଘେରି ରହିଛନ୍ତି ଏବଂ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)45 ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା? ମାତ୍ର ସମସ୍ତେ ଅସ୍ଵୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି। Viz kapitolaଓଡିଆ ବାଇବେଲ45 ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା ? ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)45 ଯୀଶୁ ପଚାରିଲେ, “କିଏ ମୋତେ ଛୁଇଁଲା?” ସମସ୍ତେ ଅସ୍ୱୀକାର କଲେ, ପିତର କହିଲେ, “ଗୁରୁ ଚାରିପଟେ ଲୋକମାନେ ଘେରି ରହି ଆପଣଙ୍କ ଉପରେ ମାଡ଼ି ପଡ଼ୁଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି। Viz kapitola |