Online Bible

- Reklamy -




ଲୂକ ଲିଖିତ ସୁସମାଚାର 9:17 - ପବିତ୍ର ବାଇବଲ

17 ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକାଇ ଭଙ୍ଗା ଖଣ୍ତ ଉଠାଇନେଲେ।

Viz kapitola kopírovat

ଓଡିଆ ବାଇବେଲ

17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେମାନେ ସମସ୍ତେ ଖାଇ ତୃପ୍ତ ହେଲେ ଓ ଶିଷ୍ୟମାନେ ବାର ଟୋକେଇ ବଳକା ଖାଦ୍ୟ ସଂଗ୍ରହ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 9:17

Následuj nás:

Reklamy


Reklamy