ଲୂକ ଲିଖିତ ସୁସମାଚାର 9:20 - ପବିତ୍ର ବାଇବଲ20 ଯୀଶୁ ସେମାନଙ୍କୁ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ଉତ୍ତର ଦେଲେ, ଈଶ୍ଵରଙ୍କ ଖ୍ରୀଷ୍ଟ। Viz kapitolaଓଡିଆ ବାଇବେଲ20 ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ଉତ୍ତର ଦେଲେ, ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ" । Viz kapitolaପବିତ୍ର ବାଇବଲ (CL) NT (BSI)20 ସେ ସେମାନଙ୍କୁ ପଚାରିଲେ, “ତୁମେ କ’ଣ ଭାବୁଛ? ମୁଁ କିଏ ବୋଲି ତୁମେ କ’ର କହୁଛ?” ପିତର ଉତ୍ତର ଦେଲେ, “ଆପଣ ଈଶ୍ୱରଙ୍କଠାରୁ ଆଗତ ମସୀହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।” Viz kapitola |