ଲୂକ ଲିଖିତ ସୁସମାଚାର 9:24 - ପବିତ୍ର ବାଇବଲ24 ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହିଁବ, ସେ ତାହା ହରାଇ ବସିବ। ଏବଂ ଯେଉଁ ଲୋକ ମୋ’ ପାଇଁ ତାହାର ଜୀବନ ଦେବ, ସେ ତାହାକୁ ରକ୍ଷା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ। Viz kapitolaଓଡିଆ ବାଇବେଲ24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ । Viz kapitolaପବିତ୍ର ବାଇବଲ (CL) NT (BSI)24 କାରଣ ଯେ ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ, କିନ୍ତୁ ଯେ କେହି ମୋ’ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ରକ୍ଷା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ। Viz kapitola |