ଲୂକ ଲିଖିତ ସୁସମାଚାର 9:27 - ପବିତ୍ର ବାଇବଲ27 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠାରେ ଠିଆ ହୋଇଥିବା କେତେକ ଲୋକ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଦେଖିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ। Viz kapitolaଓଡିଆ ବାଇବେଲ27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ଈଶ୍ୱରଙ୍କ ରାଜ୍ୟ ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା ଲୋକମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।” Viz kapitola |