ଲୂକ ଲିଖିତ ସୁସମାଚାର 9:42 - ପବିତ୍ର ବାଇବଲ42 ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାର ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)42 ବାଳକଟି ଆସୁଥିବା ସମୟରେ ଭୂତ ତାକୁ ଭୂଇଁରେ କଚାଡ଼ି ଦେଲା ଓ ସେ ମୂର୍ଚ୍ଛା ହୋଇଗଲା। ଯୀଶୁ ଭୂତକୁ ଦୃଢ଼ ଧମକ ଦେଇ ପିଲାଟିକୁ ସୁସ୍ଥ କଲେ ଓ ତାକୁ ତା’ ବାପାକୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ। Viz kapitola |