ଲୂକ ଲିଖିତ ସୁସମାଚାର 9:58 - ପବିତ୍ର ବାଇବଲ58 ଯୀଶୁ ତାହାକୁ କହିଲେ, “କୋକିଶିଆଳିର ରହିବା ପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)58 ଯୀଶୁ ତାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ। Viz kapitolaଓଡିଆ ବାଇବେଲ58 ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର (ଯୀଶୁ) ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)58 ଯୀଶୁ ତାକୁ କହିଲେ, “କୋକିଶିଆଳୀମାନଙ୍କର ଗାତ ଅଛି, ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” Viz kapitola |