ଲୂକ ଲିଖିତ ସୁସମାଚାର 9:6 - ପବିତ୍ର ବାଇବଲ6 ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଥିରେ ସେମାନେ ପ୍ରସ୍ଥାନ କରି ସର୍ବତ୍ର ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ଶିଷ୍ୟମାନେ ପ୍ରସ୍ଥାନ କଲେ! ଗ୍ରାମେ ଗ୍ରାମେ ଭ୍ରମଣ କରି ଶୁଭବାର୍ତ୍ତା ପ୍ରଚାର କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ। Viz kapitola |