ଲୂକ ଲିଖିତ ସୁସମାଚାର 9:62 - ପବିତ୍ର ବାଇବଲ62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦେଇ ପଛକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ଯୋଗ୍ୟ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)62 କିନ୍ତୁ ଯୀଶୁ ତାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ଵରଙ୍କ ରାଜ୍ୟର ଯୋଗ୍ୟ ନୁହେଁ। Viz kapitolaଓଡିଆ ବାଇବେଲ62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)62 ଯୀଶୁ ତାକୁ କହିଲେ, “ଯେ କେହି ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।” Viz kapitola |