Online Bible

- Reklamy -




ମଲାଖୀ 2:16 - ପବିତ୍ର ବାଇବଲ

16 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କୁହନ୍ତି! “ଆମ୍ଭେ ଛାଡ଼ପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ୟ ଲୋକମାନେ କରୁଥିବା ନିଷ୍ଠୁର କାର୍ଯ୍ୟକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ୱସ୍ତ ହୁଅ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ଵାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।

Viz kapitola kopírovat

ଓଡିଆ ବାଇବେଲ

16 “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ,” ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ “ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”

Viz kapitola kopírovat




ମଲାଖୀ 2:16

Následuj nás:

Reklamy


Reklamy