ମଲାଖୀ 3:16 - ପବିତ୍ର ବାଇବଲ16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Viz kapitolaଓଡିଆ ବାଇବେଲ16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। Viz kapitola |