ମଲାଖୀ 3:8 - ପବିତ୍ର ବାଇବଲ8 ଉତ୍ତରରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ବନ୍ଦ କର। ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଗ୍ଭେରିକଲ। “ତୁମ୍ଭେମାନେ ପୁଣି ପ୍ରଶ୍ନ କଲ, ‘ଆମ୍ଭେମାନେ ତୁମ୍ଭଠାରୁ କ’ଣ ଗ୍ଭେରି କଲୁ?’ ଉତ୍ତରରେ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ତୁମ୍ଭ ଦ୍ରବ୍ୟର ଏକ ଦଶମାଂଶ ଦେବା କଥା। ମୋତେ ଏକ ସ୍ୱତନ୍ତ୍ର ଭେଟି ଦେବା କଥା। ମାତ୍ର ସେ ସବୁ ତୁମ୍ଭେମାନେ ମୋତେ ଦେଲନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମନୁଷ୍ୟ କି ପରମେଶ୍ଵରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ତୁମ୍ଭର ଦ୍ରବ୍ୟ ଚୋରି କରିଅଛୁ? ଦଶମାଂଶରେ ଓ ନୈବେଦ୍ୟରେ। Viz kapitolaଓଡିଆ ବାଇବେଲ8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?” Viz kapitola |