ମାଥିଉ 1:1 - ପବିତ୍ର ବାଇବଲ1 ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ Viz kapitolaଓଡିଆ ବାଇବେଲ1 ଅବ୍ରାହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ । Viz kapitolaପବିତ୍ର ବାଇବଲ (CL) NT (BSI)1 ଅବ୍ରାହାମ୍ ଓ ଦାଉଦଙ୍କ ବଂଶଧର ଯୀଶୁଖ୍ରୀଷ୍ଟଙ୍କ ପୂର୍ବପୁରୁଷମାନଙ୍କ ବଂଶାବଳୀ - Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ। Viz kapitola |