Online Bible

- Reklamy -




ମାଥିଉ 1:18 - ପବିତ୍ର ବାଇବଲ

18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।

Viz kapitola kopírovat

ଓଡିଆ ବାଇବେଲ

18 ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା । ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଏହା ହେଉଛି ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ। ତାଙ୍କ ମାତା ମରିୟମଙ୍କର ଯୋସେଫଙ୍କ ସହିତ ନିର୍ବନ୍ଧ ହୋଇଥିଲା। କିନ୍ତୁ ସେମାନଙ୍କର ବିବାହ ସମ୍ପନ୍ନ ହେବା ପୂର୍ବରୁ ମରିୟମ ଜାଣିଲେ ଯେ ପବିତ୍ର ଆତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।

Viz kapitola kopírovat




ମାଥିଉ 1:18

Následuj nás:

Reklamy


Reklamy