ମାଥିଉ 1:21 - ପବିତ୍ର ବାଇବଲ21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ। Viz kapitolaଓଡିଆ ବାଇବେଲ21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।" Viz kapitolaପବିତ୍ର ବାଇବଲ (CL) NT (BSI)21 ତାଙ୍କର ଗୋଟିଏ ପୁତ୍ର ଜାତ ହେବ। ତାଙ୍କ ନାମ ‘ଯୀଶୁ’ ରଖିବ, କାରଣ ସେ ନିଜ ଲୋକମାନଙ୍କୁ ପାପରୁ ରକ୍ଷା କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” Viz kapitola |